ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଭାଜପାରେ ଯୋଗ ଦେଲେ ମମତା ମହାନ୍ତ

0

ନୂଆଦିଲ୍ଲୀ: ଭାଜପାରେ ଯୋଗ ଦେଲେ ମମତା ମହାନ୍ତ। ସେ ଗୁରୁବାର ଦିଲ୍ଲୀରେ ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି। ମମତା ବୁଧବାର ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡି ସହ ରାଜ୍ୟ ସଭା ଏମ୍‌ପି ପଦରୁ ମଧ୍ୟ ଇସ୍ତଫା ଦେଇଥିଲେ।

ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟରେ ନିର୍ବାଚିତ ହୋଇଥିଲେ। କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ ଭାବେ ମମତା ମହାନ୍ତ ଥିଲେ ଅନ୍ୟତମ। ମମତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ସେ ଅଧାରୁ ଇସ୍ତଫା ଦେଇଛନ୍ତି। ତାଙ୍କ କାର୍ଯ୍ୟକାଳ ୨୦୨୬ ପର୍ଯ୍ୟନ୍ତ ଥିଲା।

Leave A Reply

Your email address will not be published.