ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ମଧ୍ୟାହ୍ନ ଭୋଜନ ଖାଦ୍ୟରୁ ବାହାରିଲା ଜୋକ

0

ଭଦ୍ରକ: ପିଲାମାନଙ୍କ ମଧ୍ୟାନ୍ନ ଭୋଜନ ଖାଦ୍ୟରୁ ମିଳିଲା ଜୋକ। ଏପରି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ଅଧିନରେ ଥିବା ରାଧାକାନ୍ତପୁର ଦିବାକରମିଶ୍ର ସରକାରୀ ପ୍ରାଥମିକ ବିଦ୍ୟାଳୟରେ।

ଜଣେ ଛାତ୍ରୀ ମଧ୍ୟାହ୍ନ ଭୋଜନ ଖାଉଥିବା ବେଳେ ତାଙ୍କ ଥାଳିରୁ ଏକ ବଡ଼ ଜୋକ ବାହାରିଥିଲା। ଏହା ଦେଖି ଛାତ୍ରୀ ଜଣଙ୍କ ଶିକ୍ଷକଙ୍କୁ ଜଣାଇଥିଲେ। ଘଟଣା ସମ୍ପର୍କରେ ଭାରପ୍ରାପ୍ତ ପ୍ରାଧନ ଶିକ୍ଷକ ପର୍ଶୁରାମ ସାହୁ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଓ ସ୍ଥାନୀୟ କାଉନସିଲରଙ୍କୁ ଅବଗତ କରାଇଥିଲେ। ଏଥିସହ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ପହଞ୍ଚି ଜଣାଇଥିଲେ। ଏକ ସଂସ୍ଥା ବିଦ୍ୟାଳୟକୁ ମଧ୍ୟାହ୍ନ ଭୋଜନ ଯୋଗାଇ ଆସୁଛି। ଉକ୍ତ ସଂସ୍ଥା ନିମ୍ନମାନର ଖାଦ୍ୟ ଦେଉଥିବା ବାରମ୍ବାର ଅଭିଯୋଗ ହୋଇଆସିଛି।

Leave A Reply

Your email address will not be published.