ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

କାଉଡ଼ିଆଙ୍କ ଉପରେ ମାଡ଼ିଗଲା ଟ୍ରକ, ୩ ମୃତ

0

ଖଲ୍ଲିକୋଟ:ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟର ଡିମିରିଆ ଗାଁ ଛକରେ ୧୬ ନମ୍ବର ଜାତୀୟ ରାଜପଥରେ ଟ୍ରକ୍ ଚଢ଼ି ଯିବାରୁ ୨ ଜଣ କାଉଡ଼ିଆଙ୍କ ସମେତ ୩ ଜଣଙ୍କର ମୃତ୍ୟୁ ଘଟିଛି। ଖଲ୍ଲିକୋଟ ଥାନା ୧୬ ନମ୍ବର ଜାତୀୟ ରାଜପଥ ଡିମିରିଆ ଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ୨ କାଉଡିଆ ଓ ଜଣେ ପଥଚାରୀଙ୍କ ଉପରେ ମାଡ଼ିଗଲା ଟ୍ରକ। ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁବରଣ କରିଥିବା ତିନିଜଣଙ୍କ ମଧ୍ଯରେ ଦୁଇଜଣ କାଉଡିଆ ବାଣପୁର ଅଞ୍ଚଳର।

ମୃତ ଦୁଇ କାଉଡିଆ ହେଲେ ବାଣପୁରର ପପୁ ନାୟକ ଓ ରଞ୍ଜିତ ନାୟକ। ଅନ୍ୟ ଜଣେ ମୃତକ ନିକଟସ୍ଥ ଦଲ୍ଲିବାଟି ଗାଁର ମନମାଳି ପାତ୍ର ବୋଲି ଜଣାପଡିଛି। ରଞ୍ଜି ନାୟକ ଓ ତାଙ୍କର ଅନ୍ୟ କାଉଡ଼ିଆ ସାଥୀ ଜଣଙ୍କ ଋଷିକୁଲ୍ୟା ନଦୀରୁ ପାଣି ଉଠାଇ ବାଣପୁର ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲେ। ସେମାନଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା ଟ୍ରକ। ଖବର ପାଇ ଖଲ୍ଲିକୋଟ ଥାନା ପୋଲିସ ଘଟଣାସ୍ଥଳରେ ପହଛି ତଦନ୍ତ ଆରମ୍ଭ କରିଛି। ଟ୍ରକଟି ଆନ୍ଧ୍ରରୁ ଭୁବନେଶ୍ୱର ଆସୁଥିଲା। ଟ୍ରକର ଦୁଇ ଡ୍ରାଇଭରଙ୍କୁ ଅଟକ ରଖିଛି ପୋଲିସ।

Leave A Reply

Your email address will not be published.