ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ପୋଲିସ କର୍ମୀଙ୍କ ଗୁଳିରେ ଦୁଇ ଭାଇ ମୃତ

0

ସୁବର୍ଣ୍ଣପୁର: ପୋଲିସ କର୍ମୀଙ୍କ ଗୁଳିରେ ଦୁଇ ମୃତ। ଏଭଳି କାଣ୍ଡ ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଭଣ୍ଡାର ପଞ୍ଚାୟତ ଚୁଲମାଲ ଗ୍ରାମରେ ଆଜି ସନ୍ଧ୍ୟାରେ ପୋଲିସ କର୍ମଚାରୀଙ୍କ ସର୍ଭିସ ପିସ୍ତଲରୁ ଏହି ଗୁଳି ଫୁଟିଥିବା ଜଣାପଡିଛି। ମୃତ ଯୁବକ ଦ୍ୱୟ ହେଲେ ଚୁଲିମାଲ ଗାଁର ଓ ସହଦେବ ଝାଙ୍କର। ଉଭୟ ସମ୍ପର୍କରେ ଭାଇ ହେବେ। ମୃତକଙ୍କ ମଧ୍ୟରେ ଜଣେ ପୋଲିସ କନଷ୍ଟେବଲ୍‌ ହୋଇଥିବା ବେଳେ ଅନ୍ୟ ଜଣେ ପିଏସ୍‌ଓ ଭାବେ ଚାକିରି କରୁଥିଲେ।

ଖବର ମୁତାବକ, କୌଣସି ଘଟଣାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏହା କ୍ରମଶଃ ଭୟଙ୍କର ରୂପ ନେଇଥିଲା। ଫଳରେ ରୁ ଏହି ଗୁଳିକାଣ୍ଡ ଘଟିଥିବା ସୂଚନା ମିଳିଛି। ମୃତକ ୨ଜଣଙ୍କ ମୁଣ୍ଡରେ ଗୁଳି ବାଜିଛି। ମୃତକ ଦୁଇଜଣ ସମ୍ପର୍କୀୟ ଭାଇ ହୋଇଥିବା ଜଣାପଡିଛି। ତେବେ କିଏ କାହାକୁ ଗୁଳି କରିଥିଲେ, ତାହା ସ୍ପଷ୍ଟ ହୋଇନାହିଁ। ଖବରପାଇ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.