ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଆସନ୍ତା ୪୮ ଘଣ୍ଟାରେ କିପରି ରହିବ ପାଣିପାଗ

0

ଭୁବନେଶ୍ବର: ଉତ୍ତର ପଶ୍ଚିମ ଭାରତ ଉପରେ ଥିବା ଅବପାତ କ୍ଷେତ୍ର ରୁ ଏକ ଟ୍ରପ ରେଖା ଉତ୍ତର ଓଡ଼ିଶା ଯାଏଁ ବିସ୍ତାରିତ ହୋଇଛି।

ଆସନ୍ତା ୪୮ ଘଣ୍ଟା ଯାଏଁ ରାଜ୍ୟ ର ଅନେକ ଅଞ୍ଚଳ ରେ ଆକାଶ ମେଘାଚ୍ଛନ୍ନ ରହିବା ସହ ବର୍ଷା ସମ୍ଭାବନା ରହିଛି। ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ଼, ମୟୂରଭଞ୍ଜ, କେଉଁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡା, ନବରଙ୍ଗପୁର ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ପଶ୍ଚିମ ଓଡ଼ିଶା ର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

Leave A Reply

Your email address will not be published.