ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ଉପରୁ ହଟିଲା ଫାଇଭ୍ -ଟି ଚାର୍ଟର। ଫାଇଭ୍ -ଟି ଚାର୍ଟର ଓ ‘ମୋ ସରକାର’ ହଟାଇବାକୁ ଜିଏ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। କ, ଖ ଏବଂ ଗ ବର୍ଗର ସରକାରୀ କର୍ମଚାରୀଙ୍କ ସିସିଆର୍ ରୁ ଏହା ହଟାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏବେ ଏହାର କୌଣସି ଆବଶ୍ୟକତା ନଥିବା ଦର୍ଶାଇ ରାଜ୍ୟ ସରକାର ଫାଇଭ୍ -ଟି ଚାର୍ଟର ହଟାଇଛନ୍ତି। ୨୦୧୯-୨୦ ପୂର୍ବରୁ ପ୍ରଚଳିତ ଫର୍ମାଟକୁ ପୁଣି ଥରେ ପ୍ରଚଳନ ପାଇଁ ବିଜ୍ଞପ୍ତିରେ ଉଲ୍ଲେଖ ରହିଛି। ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।
ପ୍ରମୁଖ ଖବର
ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ