ଭୁବନେଶ୍ବର: ନୟାଗଡ଼ ବିଧାୟକ ଅରୁଣ ସାହୁଙ୍କ ପାଇଁ ବଢ଼ିଲା ଅଡ଼ୁଆ। ବିଧାୟକଙ୍କୁ ନୋଟିସ୍ ଜାରି କରିଛନ୍ତି ହାଇକୋର୍ଟ। ନିର୍ବାଚନ ସତ୍ୟପାଠରେ ସମ୍ପତ୍ତି ଭୁଲ ଦର୍ଶାଇଥିବା ଅଭିଯୋଗରେ ତାଙ୍କୁ ଏହି ନୋଟିସ୍ ଜାରି ହୋଇଥିବା ଜଣାପଡ଼ିଛି। ସତ୍ୟପାଠରେ ସମ୍ପତ୍ତି ଭୁଲ ଦର୍ଶାଇଥିବା ନେଇ ଅରୁଣ ସାହୁଙ୍କ ବିରୋଧରେ ବିଜେପି ପ୍ରାର୍ଥୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ। ମାମଲାକୁ ଗ୍ରହଣ କରି ଏବେ ଅରୁଣ ସାହୁଙ୍କୁ ନୋଟିସ୍ ଜାରି କରିଛନ୍ତି ଉଚ୍ଚ ନ୍ୟାୟାଳୟ। ଆସନ୍ତା ଅଗଷ୍ଟ ୨୮ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ପ୍ରମୁଖ ଖବର
ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍ର ମଞ୍ଜୁରି