ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ଫାଇନାଲରେ ଭିନେଶ ଫୋଗାଟ

0

ପ୍ୟାରିସ୍‌: ପ୍ୟାରିସ୍‌ ଅଲିମ୍ପିକ୍ସରେ ଫାଇନାଲରେ ପହଞ୍ଚି ଇତିହାସ ରଚିଛନ୍ତି ଭିନେଶ ଫୋଗାଟ। ଭାରତ ପାଇଁ ପଦକ ପକ୍କା କଲେ ଭିନେଶ। ସେମିଫାଇନାଲ ଜିତି ଫାଇନାଲରେ କଲେ ପ୍ରବେଶ। ୫୦ କେଜି ଏକକ ମହିଳା ଫ୍ରି-ଷ୍ଟାଇଲ କୁସ୍ତି ବର୍ଗରେ ଖେଳୁଛନ୍ତି ଭିନେଶ।
ସେମି ଫାଇନାଲରେ ୟୁସନେଲିସ୍ ଲୋପିଜଙ୍କୁ ହରାଇ ଇତିହାସ ରଚିଲେ ଫୋଗାଟ। ଅଲିମ୍ପିକ୍ସରେ ପ୍ରଥମ ମହିଳା କୁସ୍ତିଯୋଦ୍ଧା ଭାବେ ଫାଇନାଲରେ କଲେ ପ୍ରବେଶ। ସିଲଭର ପଦକ କଲେ ପକ୍କା। ସେ ଆସନ୍ତାକାଲି ଫାଇନାଲ ଖେଳିବେ।

ସେମି ଫାଇନାଲରେ କ୍ୟୁବାର ୟୁସନେଲିସ୍ ଗଜମାନଙ୍କୁ ୫-୦ରେ ଏକପାଖିଆ ଭାବରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛନ୍ତି। ଗଜମାନ ପ୍ରଥମ ୩ ମିନିଟରେ ଆକ୍ରମଣାତ୍ମକ ଖେଳିଥିବା ବେଳେ ଭିନେଶ ଡିଫେଣ୍ଡ କରିଥିଲେ। ତେବେ ଦ୍ୱିତୀୟ ସେଟରେ ଭିନେଶ କାଉଣ୍ଟର ଆଟାକ୍‌ କରିବା ସହ ୪ ପଏଣ୍ଟ ଅର୍ଜନ କରିଥିଲେ।

Leave A Reply

Your email address will not be published.