ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ପରଲୋକରେ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା

0

ବରଗଡ଼: ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ। ୭୦ ବର୍ଷ ବୟସରେ ଆଜି ତାଙ୍କ ପରଲୋକ ଘଟିଛି। କିଛି ଦିନ ହେବ ସେ ମଧୁମେହ ରୋଗରେ ପୀଡ଼ିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ୨୫ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ ସେ ଦର୍ଶକଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ତିଆରି କରିଥିଲେ।

ବଲାଙ୍ଗୀର ଜିଲ୍ଲାରେ ଜନ୍ମିତ ଗୋପାଳ ସାହୁ ବରଗଡ଼ ଧନୁଯାତ୍ରାର ସପ୍ତମ କଂସ ଭାବରେ ଅଭିନୟ କରି ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ୧୯୮୪ ମସିହାରୁ ୨୦୦୮ ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ସେ ୨୩ ଥର ଅଭିନୟ କରିବାର ସୁଯୋଗ ପାଇଥିଲେ। ପେଶାରେ ସେ ଜଣେ ପୁଲିସ ଅଧିକାରୀ ଥିଲେ। ହେଲେ ନିଶା ତାଙ୍କର ଥିଲା ଅଭିନୟ।

Leave A Reply

Your email address will not be published.