ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ଆସିଲା ପୋଷ୍ଟମର୍ଟମ ରିପୋର୍ଟ

0

କଲିକତା: ଆର.ଜି. କର ମେଡିକାଲ କଲେଜ ହସ୍ପିଟାଲରେ ଡାକ୍ତରୀ ପିଜି ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ପୋଷ୍ଟମର୍ଟମ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ଯ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଟ୍ରେନି ମହିଳା ଡାକ୍ତରଙ୍କୁ ଅତି ନିର୍ମମ ଭାବେ ପିଟିବା ପରେ ତାଙ୍କ ସହ ଦୁଷ୍କର୍ମ କରାଯାଇଥିଲା। ଏହାପରେ ତଣ୍ଟି ଚିପି ତାଙ୍କୁ ହତ୍ୟା କରାଯାଇଥିଲା। ପ୍ରବଳ ମାଡ ଯୋଗୁ ପୀଡ଼ିତାଙ୍କ ବେକ ହାଡ଼ ଭାଙ୍ଗିଯାଇଥିଲା। ଏଥିସହ ଚଷମା ଭାଙ୍ଗି କାଚର କିଛି ଅଂଶ ତାଙ୍କ ଆଖିରେ ଗଳି ଯାଇଥିବା ଜଣାଯାଇଛି। ପ୍ରବଳ ମାଡ ଯୋଗୁ ପୀଡ଼ିତାଙ୍କ ବେକ ହାଡ଼ ଭାଙ୍ଗି ଯାଇଥିବା ରିପୋର୍ଟରେ ଉଲ୍ଲେଖ ଅଛି।
ଉଲ୍ଲେଖଯୋଗ୍ୟ, ଗତ ୯ ତାରିଖରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିଲା। ଏହାକୁ ନେଇ ସାରା ଦେଶରେ ଡାକ୍ତର ମାନେ ଆନ୍ଦୋଳନ କରୁଛନ୍ତି। ସବୁଠି ଆନ୍ଦୋଳନ ଜୋର୍ ଧରିବା ପରେ କୋଲକାତା ଆର.ଜି. କର ମେଡିକାଲ କଲେଜର ପ୍ରିନ୍ସିପାଲ୍ ଡାକ୍ତର ସନ୍ଦୀପ ଘୋଷ୍ ନିଜ ପଦରୁ ଇସ୍ତଫା ଦେଇଥିଲେ।

Leave A Reply

Your email address will not be published.