ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ପୋଖରୀରେ ବୁଡି ଯୁବକ ମୃତ

0

କଟକ: କଟକ କାଫଲା ଫାଣ୍ଡି ଅଞ୍ଚଳରେ ଅଲିସା ବଜାରରେ ଥିବା ଏକ ପୋଖରୀରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ଅଲିସା ବଜାର ଅଞ୍ଚଳର ଅନି (୨୪) ବୋଲି ଜଣାପଡିଛି। ହେଲେ କେଉଁ ପରିସ୍ଥିତିରେ ଯୁବକ ଜଣକ ପାଣିରେ ବୁଡିଗଲେ ତାହା ଜଣାପଡି ନାହିଁ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି କରିଥିଲେ। ଦୀର୍ଘ ସମୟ ଖୋଜାଖୋଜି ପରେ ପୋଲିସ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଯୁବକଙ୍କ ମୃତ୍ୟୁକୁ ନେଇ ପରିବାରରେ ଶୋକର ଛାୟା ଖେଳି ଯାଇଛି।

Leave A Reply

Your email address will not be published.