ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ବାଂଲାଦେଶୀ ଅନୁପ୍ରେବଶକାରୀ ସନ୍ଦେହରେ ପାରାଦୀପରେ ୧୨ଜଣ ଅଟକ

0

ପାରାଦୀପ: ପାରାଦୀପ ପୋଲିସ ବାଂଲାଦେଶୀ ଅନୁପ୍ରବେଶ ସନ୍ଦେହେହରେ ୧୨ଜଣଙ୍କୁ ଅଟକ ରଖିଛି। ବାଂଲାଦେଶ ହିଂସାକୁ ନେଇ ଓଡ଼ିଶା ଉପକୂଳରେ ହାଇଆଲର୍ଟ ଜାରି ହୋଇଛି। ବାଂଲାଦେଶୀମାନେ ଉପକୂଳ କିମ୍ବା ସମୁଦ୍ର ତଟ ଦେଇ ପଶି ଆସୁଥିବାରୁ ସବୁଠି ହାଇ ଆଲର୍ଟ ଜାରି ହୋଇଛି। ତେବେ ଗୁରୁବାର ପାରାଦୀପ ଦେଇ ୧୨ଜଣ ସନ୍ଦିଗ୍ଧ ବାଂଲାଦେଶୀ ପଶି ଆସିଛନ୍ତି। ପାରାଦୀପ ଆଦର୍ଶ ଥାନା ପୋଲିସ ସେମାନଙ୍କୁ ବାଂଲାଦେଶୀ ଅନୁପ୍ରେବଶକାରୀ ସନ୍ଦେହରେ ଅଟକ ରଖିଛି।

ସୂଚନା ଅନୁସାରେ , ଆଜି ସକାଳେ ଏହି ୧୨ ଜଣ କୋଲକତାରୁ ବସରେ ଆସି ପାରାଦୀପ ବସଷ୍ଟାଣ୍ଡରେ ପହଞ୍ଚିଥିଲେ। ବାଂଲାଦେଶୀ ହୋଇଥିବା ସନ୍ଦେହ କରି ପୋଲିସକୁ ଜଣାଇଥିଲେ ସ୍ଥାନୀୟ ଲୋକେ। ପରେ ପୋଲିସ ସମସ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି । ସମସ୍ତଙ୍କ ପରିଚୟପତ୍ର ଯାଞ୍ଚ ସହ ତଦନ୍ତ କରୁଛି ପୋଲିସ। ସମସ୍ତ ସନ୍ଦିଗ୍ଧ କୋଲକାତାର ବାବୁଘାଟରୁ ଆସିଥିବା ଜଣାପଡିଛି। ସମସ୍ତେ ବଙ୍ଗଳା ଭାଷାରେ କଥାବାର୍ତ୍ତା ହେଉଥିବା ବେଳେ ଏମାନେ ବାଂଲାଦେଶୀ ଅନୁପ୍ରବେଶକାରୀ କି ନୁହେଁ ସେନେଇ ତଦନ୍ତ ଚାଲିଛି।

Leave A Reply

Your email address will not be published.