ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଅଲଗା ହେବ ରାଜ୍ୟର ସମସ୍ତ ଯୁକ୍ତ ୨ ଓ ଯୁକ୍ତ ୩ ମହାବିଦ୍ୟଳୟ

0

ଭୁବନେଶ୍ବର: ୭୮ତମ ସ୍ୱାଧୀନତା ଦିବସ ଅବସରରେ ଉଚ୍ଚଶିକ୍ଷା ମନ୍ତ୍ରୀ ବଡ ଘୋଷଣା କରିଛନ୍ତି। ଅଲଗା ହେବ ରାଜ୍ୟର ସମସ୍ତ ଯୁକ୍ତ ୨ ଓ ଯୁକ୍ତ ୩ ମହାବିଦ୍ୟଳୟ। ଏନେଇ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛନ୍ତି।

ରାଜ୍ୟରେ ବିଜେପି ସରକାର ଆସିବା ପରେ ବହୁ ପରିବର୍ତ୍ତନ ହୋଇଛି। ଏବେ ଶିକ୍ଷାନୀତିରେ ମଧ୍ୟ ବଡ ପରିବର୍ତ୍ତନ ହେବ। ଉଚ୍ଚଶିକ୍ଷା ବିଭାଗର ନିଷ୍ପତ୍ତି ଅନୁସାରେ ରାଜ୍ୟର ସମସ୍ତ ଯୁଗ୍ମ ମହାବିଦ୍ୟାଳୟରୁ +୨ ଓ +୩ ଅଲଗା ହେବ। ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଗୁରୁବାର ଦିନ ସୂଚନା ଦେଇଛନ୍ତି।

Leave A Reply

Your email address will not be published.