ପ୍ରମୁଖ ଖବର

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ
୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର

ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟଙ୍କ ନୋଟିସ୍

0

ସମ୍ବଲପୁର: ସମ୍ବଲପୁର ଲୋକସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ସମ୍ବଲପୁର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟଙ୍କ ନୋଟିସ୍ l ସ୍ବାଧୀନ ପ୍ରାର୍ଥୀ ସୁବାସ ମହାପାତ୍ରଙ୍କ ଆବେଦନ ଆଧାରରେ ନୋଟିସ୍ ଜାରି କଲେ ହାଇକୋର୍ଟ l ଧର୍ମେନ୍ଦ୍ରଙ୍କ ନାଁରେ ତ୍ରୁଟିପୂର୍ଣ୍ଣ ନାମାଙ୍କନ ଦାଖଲ ଓ ଅଫିସ୍ ଅଫ୍ ପ୍ରଫିଟ ଅଭିଯୋଗ ଆଣିଛନ୍ତି ସୁବାସ l

ରାଜ୍ୟ ରାଜନୀତିରେ ଚର୍ଚ୍ଚିତ ଲୋକସଭା ଆସନ ସମ୍ବଲପୁର, ଚଳିତ ବର୍ଷ ନର୍ବାଚନରେ ରାଜନୈତିକ ରଣାଙ୍ଗନରେ ସମ୍ବଲପୁର ଲୋକସଭା ଆସନ ହଟସ୍ପଟ ପାଲଟିଥିଲା। ତିନି ପ୍ରମୁଖ ଦଳ ପ୍ରାର୍ଥୀମାନଙ୍କୁ ନେଇ ସରଗରମ ହୋଇଥିଲା ସମ୍ବଲପୁର ରାଜନୀତି । ଭାଜପା ପକ୍ଷରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରାର୍ଥୀ ହୋଇଥିବା ବେଳେ ବିଜେଡି ନିଜର ପାୱାରଫୁଲ ନେତା ପ୍ରଣବ ପ୍ରକାଶ ଦାସଙ୍କୁ ମୈଦାନକୁ ଓହ୍ଲାଇଥିଲା । ସେହିଭଳି କଂଗ୍ରେସ ସହ ସ୍ବାଧୀନ ପ୍ରାର୍ଥୀ ମଧ୍ୟ ନିର୍ବାଚନ ଲଢ଼ିଥିଲେ। କିନ୍ତୁ ସମସ୍ତଙ୍କୁ ପଛରେ ପକାଇ ଧର୍ମେନ୍ଦ୍ର ପ୍ରଧାନ ବାଜି ମାରିଥିଲେ।

Leave A Reply

Your email address will not be published.