ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟଙ୍କ ନୋଟିସ୍

0

ସମ୍ବଲପୁର: ସମ୍ବଲପୁର ଲୋକସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ସମ୍ବଲପୁର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟଙ୍କ ନୋଟିସ୍ l ସ୍ବାଧୀନ ପ୍ରାର୍ଥୀ ସୁବାସ ମହାପାତ୍ରଙ୍କ ଆବେଦନ ଆଧାରରେ ନୋଟିସ୍ ଜାରି କଲେ ହାଇକୋର୍ଟ l ଧର୍ମେନ୍ଦ୍ରଙ୍କ ନାଁରେ ତ୍ରୁଟିପୂର୍ଣ୍ଣ ନାମାଙ୍କନ ଦାଖଲ ଓ ଅଫିସ୍ ଅଫ୍ ପ୍ରଫିଟ ଅଭିଯୋଗ ଆଣିଛନ୍ତି ସୁବାସ l

ରାଜ୍ୟ ରାଜନୀତିରେ ଚର୍ଚ୍ଚିତ ଲୋକସଭା ଆସନ ସମ୍ବଲପୁର, ଚଳିତ ବର୍ଷ ନର୍ବାଚନରେ ରାଜନୈତିକ ରଣାଙ୍ଗନରେ ସମ୍ବଲପୁର ଲୋକସଭା ଆସନ ହଟସ୍ପଟ ପାଲଟିଥିଲା। ତିନି ପ୍ରମୁଖ ଦଳ ପ୍ରାର୍ଥୀମାନଙ୍କୁ ନେଇ ସରଗରମ ହୋଇଥିଲା ସମ୍ବଲପୁର ରାଜନୀତି । ଭାଜପା ପକ୍ଷରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରାର୍ଥୀ ହୋଇଥିବା ବେଳେ ବିଜେଡି ନିଜର ପାୱାରଫୁଲ ନେତା ପ୍ରଣବ ପ୍ରକାଶ ଦାସଙ୍କୁ ମୈଦାନକୁ ଓହ୍ଲାଇଥିଲା । ସେହିଭଳି କଂଗ୍ରେସ ସହ ସ୍ବାଧୀନ ପ୍ରାର୍ଥୀ ମଧ୍ୟ ନିର୍ବାଚନ ଲଢ଼ିଥିଲେ। କିନ୍ତୁ ସମସ୍ତଙ୍କୁ ପଛରେ ପକାଇ ଧର୍ମେନ୍ଦ୍ର ପ୍ରଧାନ ବାଜି ମାରିଥିଲେ।

Leave A Reply

Your email address will not be published.