ନେପାଳରେ ନଦୀକୁ ବସ ଖସି ୧୪ ଭାରତୀୟଙ୍କ ମୃତ୍ୟୁ ହୋଇଛି। ୪୦ଜଣ ଯାତ୍ରୀଙ୍କୁ ଧରି ପୋଖରାର କାଠମାଣ୍ଡୁକୁ ଯାଉଥିବା ବେଳେ ମାର୍ସିଆଙ୍ଗଡି ନଦୀରେ ବସ୍ଟି ଖସି ପଡିଛି । ଫଳରେ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ସମସ୍ତ ଯାତ୍ରୀ ଆହତ ହୋଇଛନ୍ତି । ଘଟଣା ସ୍ଥଳରେ ନେପାଳ ସେନା ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି । ମୃତକଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ମିଳିପାରି ନାହିଁ ।
ଶୁକ୍ରବାର ପୋଖରାରୁ ନେପାଳ କାଠମାଣ୍ଡୁକୁ ଯାଉଥିବା ଏକ ଭାରତୀୟ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହାର ନମ୍ବର UP(ଉତ୍ତରପ୍ରଦେଶ) FT 7623 ମାର୍ସାଙ୍ଗଗଡ଼ି ନଦୀକୁ ଖସିପଡିଛି । ଫଳରେ ସେଥିରେ ଯାଉଥିବା ସମସ୍ତ ଭାରତୀୟଙ୍କ ମଧ୍ୟରୁ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୧୬ ଜଣ ଆହତ ହୋଇଛନ୍ତି । ନମ୍ବର ପ୍ଲେଟରୁ ବସ୍ଟି ୟୁପିର ହୋଇଥିବା ଜଣାପଡିଛି । କିନ୍ତୁ ସେଥିରେ କୌଣସି ଉତ୍ତରପ୍ରଦେଶର ଯାତ୍ରୀ ଥିଲେ ନା ନାହିଁ ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ ।
ପ୍ରମୁଖ ଖବର
ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା