ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ନୁଆଖାଇ ପାଇଁ ସେପ୍ଟେମ୍ବର ୯କୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର: ଓଡ଼ିଶାର ଗଣପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଦିନ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ ।

ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି । ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ଛୁଟି ଦିବସ ହୋଇଥିବାରୁ ସେପ୍ଟେମ୍ବର ୯ ତାରିଖ ମଧ୍ୟ ଛୁଟି ରହିବ । ଏହିଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ମାଜିଷ୍ଟ୍ରେରିଆଲ କୋର୍ଟ (କାର୍ଯ୍ୟ ନିର୍ବାହୀ) ବନ୍ଦ ରହିବ। ଏହା ସହିତ ସମସ୍ତ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ।

Leave A Reply

Your email address will not be published.