ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ଓଡ଼ିଶାରେ ଖୋଲିବ ୧୨ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ

0

ଭୁବନେଶ୍ୱର: ଆଗାମୀ ଦିନରେ ବିଭିନ୍ନ ଜିଲାରେ ପ୍ରାୟ ୧୨ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବ। ଆଜି ଓଡ଼ିଶା ବିଧାନସଭାରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି।

ଗୃହକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି, ତାଙ୍କର ୭୯ ଦିନିଆ ସରକାର ଖଲିକୋଟ ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା ଦେଇଛନ୍ତି। ଦୁର୍ଗମ ଅଞ୍ଚଳର ୧୮ଟି ବ୍ଲକରେ ରାଜ୍ୟ ସରକାର କଲେଜ ଗଠନ କରିଛନ୍ତି ଏବଂ ସିଭିଲ ସର୍ଭିସ ପରୀକ୍ଷା ପାଇଁ ମାଗଣା କୋଚିଂ ଯୋଗାଇବାର ଯୋଜନା ମଧ୍ୟ ରହିଛି। ଆଗାମୀ ଦିନରେ ରାଜ୍ୟର ବିଭିନ୍ନ ଜିଲାରେ ୧୨ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବ ଏବଂ ସରକାର ବିଶ୍ୱବିଦ୍ୟାଳୟର ସ୍ୱାଧୀନତା ଫେରାଇବେ ବୋଲି ମନ୍ତ୍ରୀ ଗୃହକୁ ସୂଚନା ଦେଇଛନ୍ତି। ଆମେ ୧୮୦ କୋଟି ଟଙ୍କା ଖର୍ଚ୍ଚ କରୁଥିବା ସରକାରୀ ବିଶ୍ୱବିଦ୍ୟାଳୟର ଭିତ୍ତିଭୂମିକୁ ମଜବୁତ କରିବୁ ବୋଲି ୧୫୦୦ ଅଧ୍ୟାପକ ଯୋଗଦେବେ ବୋଲି ମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.