ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ବନ୍ଦ ହେଲା ନବୀନ ସରକାରଙ୍କର ‘ନୂଆ ଓ’

0

ଭୁବନେଶ୍ୱର: ରାଜ୍ୟର ଯୁକ୍ତ ତିନି ଓ ପିଜି ଛାତ୍ରଛାତ୍ରୀଙ୍କ ପାଇଁ ପୁର୍ବ ରାଜ୍ୟ ସରକାରଙ୍କ ବୈପ୍ଲବିକ ନୂଆ-ଓ ଛାତ୍ରବୃତ୍ତି ଯୋଜନା ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କଲେ ମୋହନ ସରକାର । ଏହା ବନ୍ଦ ହୋଇ ଆରମ୍ଭ ହେବ ଫାଇନାନ୍‌ସିଆଲ ଆସିଷ୍ଟାନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟସ ।

ସରକାର ଚଳିତ ବର୍ଷଠାରୁ ଏହି ନୂଆ ଯୋଜନା ପ୍ରଣୟନ କରିବେ । ଯୋଜନାର ନିର୍ଦ୍ଦେଶାବଳୀ ପ୍ରସ୍ତୁତି କାର୍ଯ୍ୟ ଚାଲିଥିବା ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂୂରଜ। ସେ କହିଛନ୍ତି ପିଜି-ୟୁଜି ପିଲାଙ୍କୁ ଆର୍ଥିକ ସହାୟତା ଦେବା ପାଇଁ ନୂଆ ଯୋଜନା ଆସିବା ସହ ପ୍ରସ୍ତୁତି ଚାଲୁ ରହିଛି । ଏହା ସହ ନୂଆ ଓ କାର୍ଯ୍ୟକ୍ରମ ପାଇଁ ଏଥର ବଜେଟରେ ଅର୍ଥ ବରାଦ ହୋଇନାହିଁ ବୋଲି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ।

Leave A Reply

Your email address will not be published.