ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ପାରା ଅଲିମ୍ପିକ୍ସ : ଜାଭେଲିନଥ୍ରୋରେ ସୁମିତ ଜିତିଲେ ସ୍ୱର୍ଣ୍ଣ

0

ପ୍ୟାରିସ: ଭାରତକୁ ପୁଣି ଆଉ ଏକ ସ୍ୱର୍ଣ୍ଣ ପଦକ। ପ୍ୟାରିସ ପାରା ଅଲିମ୍ପିକ୍ସରେ ଭାରତର ଜାଭେଲିନ ଥ୍ରୋୟର ସୁମିନ ଅନ୍ତିଲ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ସେ ପାରା ଅଲିମ୍ପିକ ରେକର୍ଡ ସହ ଏହି ସଫଳତା ହାସଲ କରିଛନ୍ତି। ସେ ୭୦.୫୯ ମିଟର ଦୂରତାକୁ ଥ୍ରୋ କରି ପ୍ରଥମ ସ୍ଥାନରେ ରହିଥିଲେ। ଏହା ପୂର୍ବରୁ ନୀତେଶ କୁମାର ବ୍ୟାଡମିଂଟନରେ ସ୍ୱର୍ଣ୍ଣ ପଦକ ଜିତିଥିଲେ। ଭାରତ ବ୍ୟାଡମିଂଟନରେ ଏ ପର୍ଯ୍ୟନ୍ତ ୫ଟି ପଦକ ଜିତିଛି।
ଡିସକସ ଥ୍ରୋରେ ଯୋଗେଶ କଥୂନିଆ ମଧ୍ୟ ରୌପ୍ୟ ପଦକ ହାସଲ କରିଛନ୍ତି। ଭାରତର ପଦକ ସଂଖ୍ୟା ଏବେ ୧୫ରେ ପଂହଚିଛି। ଏଥିରେ ୩ ସ୍ୱର୍ଣ୍ଣ, ୫ ରୌପ୍ୟ ଓ ୭ ବ୍ରୋଞ୍ଜ ପଦକ ସାମିଲ। ମଙ୍ଗଳବାର ମଧ୍ୟ ଭାରତ ନିକଟରେ କେତେକ ପଦକ ଜିତିବା ସୁଯୋଗ ରହିଛି।

Leave A Reply

Your email address will not be published.