ନୂଆଦିଲ୍ଲୀ: ଟି-୨୦ କ୍ରିକେଟରୁ ଅବସର ନେଇ ସାରିଥିବା ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ତାଙ୍କର ନୂଆ ଇନିଂସ ଆରମ୍ଭ କରିଛନ୍ତି। ସେ ଏବେ ରାଜନୀତିରେ ପାଦ ଦେଇଛନ୍ତି। ଭାରତୀୟ କ୍ରିକେଟ୍ ଦଳର ତାରକା ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ବିଜେପିରେ ସାମିଲ ହୋଇଛନ୍ତି। ଜାମନଗର ବିଧାୟିକା ତଥା ଜାଡେଜାଙ୍କ ପତ୍ନୀ ରିଭାବା ଜାଡେଜା ଗୁରୁବାର ଏକ୍ସ ଜରିଆରେ ଏନେଇ ସୂଚନା ଦେଇଛନ୍ତି।
ରବୀନ୍ଦ୍ର ଜାଡେଜାଙ୍କ ପତ୍ନୀ ରିଭାବା ହେଉଛନ୍ତି ବିଜେପିର ଗୁଜରାଟ ବିଧାୟକ। ପୂର୍ବରୁ ଜାଡେଜାଙ୍କୁ ତାଙ୍କ ପତ୍ନୀ ରିବାବା ଜାଡେଜାଙ୍କ ସହ ଅନେକ ଥର ନିର୍ବାଚନ ପ୍ରଚାର କରୁଥିବା ଦେଖିବାକୁ ମିଳିଥିଲା। ଅନେକ ରୋଡ ଶୋ’ରେ ମଧ୍ୟ ଦେଖିବାକୁ ମିଳିଥିଲା । ତାଙ୍କ ପରେ ଏବେ ଜାଡେଜା ବିଜେପିର ସଦସ୍ୟତା ଗ୍ରହଣ କରିଛନ୍ତି।
ପ୍ରମୁଖ ଖବର
କଂଗ୍ରେସ ନିଜ ବିଫଳତା ପାଇଁ ଦେଶକୁ ବଦନାମ କରୁଛି : ମୋଦୀ
ସଡ଼କ ଦୁର୍ଘଟଣାରେ ଓଡ଼ିଶାର ଦୁଇ ପ୍ରତିଭାବାନ ଯୁବ ଆଥଲେଟ୍ଙ୍କ ମୃତ୍ୟୁ
ଡ୍ରାଇଭିଂ ଲାଇସେନ୍ସ ପାଇଁ ୭୫% ନମ୍ବର ବାଧ୍ୟତାମୂଳକ କରିବାକୁ ପ୍ରସ୍ତାବ
ସାଉଦି ଏୟାରପୋର୍ଟରେ ମିସାଇଲ ମାଡ଼, ଜଣେ ଭାରତୀୟଙ୍କ ସମେତ ୨ ମୃତ
ଛତିଶଗଡ଼ରେ ଭୟଙ୍କର ବସ୍ ଦୁର୍ଘଟଣା, ୬ ମୃତ; ୩୦ରୁ ଅଧିକ ଆହତ
ଏସିଆନ୍ ପାରା ଗେମ୍ସରେ ଚମକିଲେ ଓଡ଼ିଆ ଝିଅ ଜୟନ୍ତୀ, ଜିତିଲେ ରୌପ୍ୟ
ଏବେ ଟ୍ରେନ୍ରେ ବସି ଅର୍ଡର କରିପାରିବେ ଆବଶ୍ୟକ ସାମଗ୍ରୀ, ବ୍ଲିଙ୍କିଟ୍ ସହ ରେଳବାଇର ସହଭାଗିତା
ଉତ୍ତରପ୍ରଦେଶରେ ଭାଜପାକୁ ଝଟ୍କା, ଦଳ ଛାଡ଼ିଲେ ପୂର୍ବତନ ବିଧାୟକ