ପ୍ରମୁଖ ଖବର

ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ: ଖଡଗେ
ରାଜ୍ୟରେ କାଲିଠାରୁ ଗଡ଼ିବ ସବୁ ଘରୋଇ ବସ୍‌
ରାଖୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଯୋଜନାର ୩ୟ କିସ୍ତି
ଆନ୍ଦୋଳନରୁ ଓହରିବାକୁ ସଂଘକୁ ଅନୁରୋଧ କଲେ ପରିବହନ ମନ୍ତ୍ରୀ
ଅବାନ୍ତର ଓ ମିଛ କଥା କହୁଛନ୍ତି ରାହୁଲ: ଆଇନ ମନ୍ତ୍ରୀ
ଅଦାନୀ ପାଇଁ ଶ୍ରୀଜଗନ୍ନାଥଙ୍କ ରଥକୁ ରୋକାଯାଇଛି : ରାହୁଲ ଗାନ୍ଧୀ

ଭିଜିଲାନ୍ସ ଜାଲରେ ନୂଆପଡ଼ା ଏମ୍‌ଭିଆଇ

0

ନୂଆପଡ଼ା: ଭିଜିଲାନ୍ସ ଜାଲରେ ନୂଆପଡ଼ା ଏମ୍‌ଭିଆଇ। ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା ଏମଭିଆ। ନୂଆପଡ଼ାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧାରେ ଧରାପଡ଼ିଲେ। ଧରାପଡ଼ିଥିବା ଟଙ୍କା ପିସି ଆକାରରେ ଆଦାୟ ହୋଇଥିବା ସନ୍ଦେହ। ଧରାପଡ଼ିବା ପରେ ଏମଭିଆଇଙ୍କ ୫ଟି ସ୍ଥାନରେ ରେଡ କରୁଛି ଭିଜିଲାନ୍ସ।

ସୂଚନା ଅନୁସାରେ, ନୂଆପଡ଼ାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧା ହସ୍ପିଟାଲ ଛକ ନିକଟରେ ତାଙ୍କୁ ଭିଜିଲାନ୍ସ ଟିମ୍ ଧରିଛନ୍ତି । ଧରାପଡିଥିବା ଟଙ୍କା ବାବଦରେ ସନ୍ତୋଷଜନକ ଉତ୍ତର ଦେଇ ପାରିନଥିଲେ ବିନୟ । ଉକ୍ତ ଟଙ୍କା ପିସି ଆକାରରେ ଆଦାୟ ହୋଇଥିବା ସନ୍ଦେହ କରାଯାଉଛି । ଧରାପଡ଼ିବା ପରେ ଏମ୍‌ଭିଆଇଙ୍କ ୫ଟି ସ୍ଥାନରେ ରେଡ୍‌ କରୁଛି ଭିଜିଲାନ୍ସ ।

Leave A Reply

Your email address will not be published.