ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

ରାଜ୍ୟରେ ଖୁବ ଶୀଘ୍ର ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

0

କେନ୍ଦୁଝର: ରାଜ୍ୟରେ ଖୁବ ଶୀଘ୍ର ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। କେନ୍ଦୁଝରରେ ସୁଭଦ୍ରା ରଥର ଶୁଭାରମ୍ଭ ଅବସରରେ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆସୂଚନା ଦେଇଛନ୍ତି। ୩ ମାସ ମଧ୍ୟରେ ଏହି ପଦବୀ ପୂରଣ ହେବ ପୂରଣ ହେବ।

ଜଙ୍ଗଲ ଓ ପରିବେଶ ମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ୩ ହଜାର ଫରେଷ୍ଟ ଗାର୍ଡ ପଦବୀ ଖାଲିପଡ଼ିଛି। ଏଥିରୁ ୨ ହଜାର ପଦବୀ ପୂରଣ କରାଯିବ। ଏନେଇ ପ୍ରସ୍ତୁତି ଚାଲିଥିବା ମନ୍ତ୍ରୀ କହିଛନ୍ତି। ଆଜି କେନ୍ଦୁଝରରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ସୁଭଦ୍ରା ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଏବଂ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ମନ୍ତ୍ରୀ ଗଣେଶରାମ ସିଂହ ଖୁଣ୍ଟିଆ ଯୋଗ ଦେଇ ପତାକା ଦେଖାଇ ଏହି ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି।

Leave A Reply

Your email address will not be published.