ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ମାଆ ହେଲେ ଦୀପିକା

0

ମୁମ୍ବାଇ: ବଲିଉଡ ମସ୍ତାନୀ ଗାର୍ଲ ଦୀପିକା ପାଦୁକୋନ ମାଆ ହେବାର ସୈାଭାଗ୍ୟ ଅର୍ଜନ କରିଛନ୍ତି। ସେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ଏହି ଖରବ ସାମ୍ନାକୁ ଆସିବା ପରେ ଫ୍ୟାନ୍‌ମାନଙ୍କ ମଧ୍ୟରେ ଖୁସିର ଲହରି ଖେଳି ଯାଇଛି। ଦୀପିକା ଓ ରଣବୀରଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଛି।

ଦୀପିକା ପଦୁକୋନ୍‌ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିବା ନେଇ ସୋଶାଲ ମିଡିଆରେ ପୋଷ୍ଟ କରି ଡିଜିଟାଲ କ୍ରିଏଟର ତଥା ବିଟାଉନ୍‌ ରିପୋର୍ଟର ମାନବ ମଙ୍ଗଲାନି ସୂଚନା ଦେଇଛନ୍ତି। ତେବେ ରଣବୀର କିମ୍ବା ଦୀପିକାଙ୍କ ପକ୍ଷରୁ ଏନେଇ କୌଣସି ଅଫିସିଆଲ୍ ଭାବେ ସୂଚନା ମିଳିନାହିଁ।

Leave A Reply

Your email address will not be published.