ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ମାଆ ହେଲେ ଦୀପିକା

0

ମୁମ୍ବାଇ: ବଲିଉଡ ମସ୍ତାନୀ ଗାର୍ଲ ଦୀପିକା ପାଦୁକୋନ ମାଆ ହେବାର ସୈାଭାଗ୍ୟ ଅର୍ଜନ କରିଛନ୍ତି। ସେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ଏହି ଖରବ ସାମ୍ନାକୁ ଆସିବା ପରେ ଫ୍ୟାନ୍‌ମାନଙ୍କ ମଧ୍ୟରେ ଖୁସିର ଲହରି ଖେଳି ଯାଇଛି। ଦୀପିକା ଓ ରଣବୀରଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଛି।

ଦୀପିକା ପଦୁକୋନ୍‌ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିବା ନେଇ ସୋଶାଲ ମିଡିଆରେ ପୋଷ୍ଟ କରି ଡିଜିଟାଲ କ୍ରିଏଟର ତଥା ବିଟାଉନ୍‌ ରିପୋର୍ଟର ମାନବ ମଙ୍ଗଲାନି ସୂଚନା ଦେଇଛନ୍ତି। ତେବେ ରଣବୀର କିମ୍ବା ଦୀପିକାଙ୍କ ପକ୍ଷରୁ ଏନେଇ କୌଣସି ଅଫିସିଆଲ୍ ଭାବେ ସୂଚନା ମିଳିନାହିଁ।

Leave A Reply

Your email address will not be published.