ପ୍ରମୁଖ ଖବର

ଦୁଇଦିନିଆ ମାଲେସିଆ ଗସ୍ତ ଶେଷ କରି ଦେଶ ଫେରିଲେ ପ୍ରଧାନମନ୍ତ୍ରୀ
୪୧ଟି ପୋଲିସ ଷ୍ଟେସନରେ ସିସିଟିଭି କ୍ୟାମେରା ପୁନଃସ୍ଥାପନ କରିବାକୁ ନିର୍ଦ୍ଦେଶ
ପୀତବାସ ପଣ୍ଡା ହତ୍ୟା ମାମଲା: ‘ମୋତେ ଫସାଇ ଦିଆଯାଇଛି’,ବିକ୍ରମ ପଣ୍ଡା
୧୦ ଫୁଟ୍‌ ତଳକୁ ଖସିଲା ଭ୍ୟାନ୍, ୧୭ ଆହତ
ବଢ଼ିବ ଭାରତୀୟ ବାୟୁସେନାର ଶକ୍ତି: ୧୧୪ଟି ରାଫେଲ କିଣିବାକୁ ପ୍ରସ୍ତୁତ ଭାରତ

ଚାଷୀ ପରିବାର ପିଲାଙ୍କ ପାଇଁ କୃଷି ବିଦ୍ୟାନିଧି ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ସମ୍ବଲପୁର: ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ଚାଷୀ ପରିବାର ପିଲାଙ୍କ ପାଇଁ ଆଉ ଏକ ବଡ ଉପହାର ଘୋଷଣା କରିଛନ୍ତି। ଆଜି ନୂଆଁଖାଇ ଅବସରରେ ସମ୍ବଲପୁରରେ ସିଏମ କିଷାନ ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମ ଅବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୃଷି ପରିବାରକୁ ଆଉ ଏକ ଉପହାର ଦେଇଛନ୍ତି। ସିଏମ କିଷାନ ଯୋଜନାର ହିତାଧକାରୀଙ୍କ ପିଲା ମାନଙ୍କ ଲାଗି କୃଷି ବିଦ୍ୟାନିଧି ଯୋଜନା ଘୋଷଣା କରାଯାଇଛି । ବୈଷୟିକସ୍ତରୀୟ ଉଚ୍ଚ ଶିକ୍ଷା ପାଇଁ ଛାତ୍ରବୃତ୍ତି ଆକାରରେ ପାଇବେ।

ସୂଚନା ଅନୂସାରେ , ସମ୍ବଲପୁରସ୍ଥିତ ତପସ୍ୱିନୀ ପ୍ରେକ୍ଷାଳୟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚାଷୀ ମାନଙ୍କ ପାଇଁ ସିଏମ କିଷାନ ଯୋଜନା ଶୁଭାରମ୍ଭ କରିବା ସହିତ ସିଏମ କିଷାନ ଯୋଜନାର ହିତାଧକାରୀଙ୍କ ପିଲା ମାନଙ୍କ ଲାଗି କୃଷି ବିଦ୍ୟାନିଧି ଯୋଜନା ଘୋଷଣା କରିଛନ୍ତି । ଏହି ଯୋଜନାରେ ବୈଷୟିକସ୍ତରୀୟ ଉଚ୍ଚ ଶିକ୍ଷା ପାଇଁ ଛାତ୍ରବୃତ୍ତି ଆକାରରେ ପାଇବେ ସିଏମ କିଷାନ ଯୋଜନାର ହିତାଧକାରୀଙ୍କ ପିଲାମାନେ ।

Leave A Reply

Your email address will not be published.