ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ନିର୍ମାଣ ଶ୍ରମିକଙ୍କ ପାଇଁ ସହାୟତା ରାଶି ଘୋଷଣାକଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା। ନିର୍ମାଣ ଶ୍ରମିକଙ୍କୁ ନେଇ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୁତାବକ, ପୂର୍ବରୁ ନିର୍ମାଣ ଶ୍ରମିକଙ୍କର ଦୁର୍ଘଟଣାରେ ମୃତ୍ୟୁ ହେଉଥିଲେ ୪ ଲକ୍ଷ ଟଙ୍କା ସହାୟତା ରାଶି ଭାବେ ଦିଆଯାଉଥିଲା। ହେଲେ ଏହାକୁ ଏବେ ବଢାଇ ୬ ଲକ୍ଷ ଟଙ୍କା କରିଛନ୍ତି ମୋହନ ସରକାର। ସେହିପରି ସ୍ୱଭାବିକ ମୃତ୍ୟୁ ହେଲେ ଶ୍ରମିକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ମିଳୁଥିବା ବେଳେ ଏବେ ଏହାକୁ ୩ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।

Leave A Reply

Your email address will not be published.