ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା

ଆସନ୍ତା ୧୮ରୁ ଯୁକ୍ତ ଦୁଇ ଫର୍ମ ପୂରଣ ଆରମ୍ଭ

0

ଭୁବନେଶ୍ବର: ଆସନ୍ତା ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଫର୍ମ ପୂରଣ। ୧୮ ସେପ୍ଟେମ୍ବରରୁ ୧ ଅକ୍ଟୋବର ଯାଏଁ ଚାଲିବ ଫର୍ମ ପୂରଣ। ଯେଉଁମାନେ ଏହି ତାରିଖରେ ଫର୍ମ ପୂରଣ କରିପାରିବେ ନାହିଁ ସେମାନେ ଅକ୍ଟୋବର ୪ରୁ ୧୪ ଯାଏଁ ୨୦୦ ଟଙ୍କା ଜୋରିମାନାରେ ଫର୍ମପୂରଣ କରିପାରିବେ।

ସେହିପରି ୬୦୦ ଟଙ୍କା ଜୋରିମାନାରେ ନଭେମ୍ବର ୧୧ ରୁ ୧୮ ଯାଏଁ ଫର୍ମପୂରଣ କରିହେବ। ୨୦୨୫ ବାର୍ଷିକ ପରୀକ୍ଷା ପାଇଁ ହେବ ଫର୍ମ ଫିଲଅପ୍। କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପାଇଁ ଫର୍ମପୂରଣ କରାଯିବ। ସମସ୍ତ ରେଗୁଲାର ଓ ଏକ୍ସ ରେଗୁଲାର ଛାତ୍ରଛାତ୍ରୀ କରିବେ ଫର୍ମ ପୂରଣ। ଏନେଇ ଉଚ୍ଚ ମାଧ୍ଯମିକ ଶିକ୍ଷା ପିରଷଦ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.