ଭୁବନେଶ୍ବର: ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍ ପରୀକ୍ଷା ପାଇଁ ତାରିଖ ପ୍ରକାଶ ପାଇଛି। ଅକ୍ଟୋବର ୨୭ ତାରିଖରେ ଓଏଏସ୍ ପ୍ରିଲିମ୍ ପରୀକ୍ଷା ନେଇ ଓଡିଶା ଜନସେବା ଆୟୋଗ(ଓପିଏସ୍ସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତେବେ ପରୀକ୍ଷାର ବିସ୍ତୃତ କାର୍ଯ୍ୟକ୍ରମ ବିଷୟରେ ସୂଚନା ପରେ ଦିଆଯିବ। ଅଧିକ ସୂଚନା ପାଇଁ ପ୍ରାର୍ଥୀମାନଙ୍କୁ http://opsc.gov.in ରେ ଆୟୋଗର ୱେବସାଇଟ୍ ପରିଦର୍ଶନ କରିବାକୁ ପରାମର୍ଶ ଦିଆଯାଇଛି।
ପ୍ରମୁଖ ଖବର
ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ
ହରଭଜନ ସିଂଙ୍କ ଘର କାନ୍ଥରେ ଦେଶଦ୍ରୋହୀ ଲେଖିଲେ ଆପ କର୍ମୀ
ଭବାନୀପୁରରେ ଟିଏମସି ସମ୍ପୂର୍ଣ୍ଣ ସଫା ହେବ ହେବ କହିଲେ ଶୁଭେନ୍ଦୁ ଅଧିକାରୀ
ଶାହଙ୍କ ମନ୍ତବ୍ୟକୁ ନେଇ ମମତାଙ୍କ ତୀବ୍ର ପ୍ରତିକ୍ରିୟା, ଆଇନଗତ ମାମଲା ରୁଜୁ ଚେତାବନୀ
ଇସ୍ପାତ୍ ରାଜଧାନୀ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ
ରାଜସ୍ଥାନରେ କବାଡି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ୪ ଜୀବନ୍ତ ଦଗ୍ଧ