ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍‌ ପରୀକ୍ଷା ତାରିଖ

0

ଭୁବନେଶ୍ବର: ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମ୍‌ ପରୀକ୍ଷା ପାଇଁ ତାରିଖ ପ୍ରକାଶ ପାଇଛି। ଅକ୍ଟୋବର ୨୭ ତାରିଖରେ ଓଏଏସ୍‌ ପ୍ରିଲିମ୍‌ ପରୀକ୍ଷା ନେଇ ଓଡିଶା ଜନସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତେବେ ପରୀକ୍ଷାର ବିସ୍ତୃତ କାର୍ଯ୍ୟକ୍ରମ ବିଷୟରେ ସୂଚନା ପରେ ଦିଆଯିବ। ଅଧିକ ସୂଚନା ପାଇଁ ପ୍ରାର୍ଥୀମାନଙ୍କୁ http://opsc.gov.in ରେ ଆୟୋଗର ୱେବସାଇଟ୍ ପରିଦର୍ଶନ କରିବାକୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.