ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ସାଫ ଜୁନିୟର ଆଥଲେଟିକ୍ସ ପ୍ରତିଯୋଗିତାରେ ରୌପ୍ୟ ଜିତିଲେ ସବିତା

0

ଚେନ୍ନାଇ: ଓଡିଶା ଆଥଲେଟ ସବିତା ଚେନ୍ନାଇରେ ଚାଲିଥିବା ସାଫ ଜୁନିୟର ଆଥଲେଟିକ୍ସ ପ୍ରତିଯୋଗିତାରେ ରୌପ୍ୟ ପଦକ ହାସଲ କରିଛନ୍ତି। ୧୦୦ ମିଟରରେ ସବିତା ୧୩.୯୬ ସେକେଣ୍ଡରେ ରେସ ସମ୍ପୂର୍ଣ୍ଣ କରିଥିଲେ। ଭାରତର ଉନ୍ନତି ଆୟପ୍ପା ନୂତନ ମିଟ ରେକର୍ଡ ସହ ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ସେ ୧୩.୯୩ ସେକେଣ୍ଡରେ ରେସ ସମ୍ପୂର୍ଣ୍ଣ କରି ପ୍ରଥମ ସ୍ଥାନରେ ରହିଥିଲେ। ପୂର୍ବରୁ ୧୪.୧୯ ସେକେଣ୍ଡ ମିଟ ରେକର୍ଡ ରହିଥିଲା। ଶ୍ରୀଲଙ୍କାର ପିଜି ମିୟୁନି ସିଦସନା ୧୫.୩୨ ସେକେଣ୍ଡ ସମୟ ନେଇ ବ୍ରୋଞ୍ଜ ପଦକ ହାସଲ କରିଥିଲେ। ୧୯ ବର୍ଷୀୟା ସବିତାଙ୍କ ଏହା ତୃତୀୟ ଆନ୍ତର୍ଜାତୀୟ ଜୁନିୟର ପଦକ।

କଳିଙ୍ଗ ଷ୍ଟାଡିୟମରେ ଥିବା ଓଡିଶା-ରିଲାଏନ୍ସ ଫାଉଣ୍ଡେସନ ଆଥଲେଟିକ୍ସ ହାଇ ପର୍ଫମାନ୍ସ ସେଂଟରରେ ସେ ପ୍ରଶିକ୍ଷଣ ନେଉଛନ୍ତି। ଏହା ପୂର୍ବରୁ କୁଏଟରେ ଅନୁଷ୍ଠିତ ଏସିଆନ ୟୁଥ ଆଥଲେଟିକ୍ସ ଚାମ୍ପିୟନଶିପର ମେଡଲୀ ରିଲେରେ ସ୍ୱର୍ଣ୍ଣ ଓ ୧୦୦ ମିଟର ହର୍ଡଲ୍ସରେ ରୌପ୍ୟ ପଦକ ଜିତିଥିଲେ। ଓଡିଶାର ତୃତୀୟ ଆଥଲେଟ ଭାବେ ସାଫ ଚାମ୍ପିୟନଶିପରେ ସେ ପଦକ ଜିତିଛନ୍ତି। ଲକ୍ଷ୍ମୀପ୍ରିୟା କିଶାନ ମହିଳା ୮୦୦ ମିଟରରେ ରୌପ୍ୟ ଏବଂ ଦଣ୍ଡପତି ଜୟରାମ ୧୦୦ ମିଟର ସ୍ପ୍ରିଷ୍ଟରେ ବ୍ରୋଞ୍ଜ ପଦକ ଜିିତିଛନ୍ତି।

Leave A Reply

Your email address will not be published.