ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

୧୭ରେ ଗଡିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍

0

ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ବର: ଆସନ୍ତା ୧୭ ତାରିଖରେ ଗଡିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍। ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ଟ୍ରେନ ଓଡ଼ିଶାର ଖରିଆର ରୋଡ, କଣ୍ଟାବାଞ୍ଜି, ଟିଟିଲାଗଡ଼, କେସିଙ୍ଗା ଓ ରାୟଗଡ଼ାରେ ରହଣି କରି ବିଶଖାପାଟଣାରେ ପହଞ୍ଚିବ।

ଏହି ଟ୍ରେନ ଚାଲିବା ଦ୍ୱାରା ବିଶେଷ କରି ପଶ୍ଚିମ ଓଡ଼ିଶାର ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ାର ଲୋକମାନେ ଉପକୃତ ହେବେ। ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ ଦକ୍ଷିଣ ଓଡ଼ିଶାର ରାୟଗଡ଼ାରେ ରହଣି କରିବ। ତେବେ ଏହି ଟ୍ରେନର ଶୁଭାରମ୍ଭ ପୂର୍ବରୁ ସମ୍ବଲପୁର ଡିଆରଏମ ତୁଷାରକାନ୍ତ ପାଣ୍ଡେ ଟିଟିଲାଗଡ଼ ରେଳ ଷ୍ଟେସନରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି।

Leave A Reply

Your email address will not be published.