ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ବଦଳିଲା ଆଣ୍ଡାମାନ ନିକୋବର ରାଜଧାନୀର ନାମ

0

ନୂଆଦିଲ୍ଲୀ: ବଦଳିଲା ଆଣ୍ଡାମାନ ନିକୋବର ରାଜଧାନୀର ନାମ। ପୋର୍ଟବ୍ଲେୟାର ବଦଳରେ ଶ୍ରୀବିଜୟପୁରମ ଭାବେ ନାମିତ କଲେ କେନ୍ଦ୍ର ସରକାର। ଏଣିକି ପୋର୍ଟବ୍ଲେୟାର ବଦଳରେ ଶ୍ରୀବିଜୟପୁରମ ଭାବେ ପରିଚିତି ଲାଭ କରିବ।

ଆଜି କେନ୍ଦ୍ର ସରକାରଙ୍କ ପୋର୍ଟବ୍ଲେୟାର ନାମକୁ ଶ୍ରୀବିଜୟପୁରମ ବୋଲି ଘୋଷଣା କରିଛନ୍ତି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଟୁଇଟ୍ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଗୃହମନ୍ତ୍ରୀ ତାଙ୍କ ଟ୍ୱିଟରେ ଲେଖିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦେଶକୁ ଦାସତ୍ୱର ସମସ୍ତ ପ୍ରତୀକରୁ ମୁକ୍ତ କରିବା ପାଇଁ ସଂକଳ୍ପବଦ୍ଧ ହୋଇ ଶୁକ୍ରବାର ଗୃହ ମନ୍ତ୍ରଣାଳୟ ପୋର୍ଟ ବ୍ଲେୟାରକୁ ‘ଶ୍ରୀ ବିଜୟପୁରମ୍’ ନାମରେ ନାମିତ କରିବାକୁ ନିଷ୍ପତ୍ତି ନେଇଛି।

Leave A Reply

Your email address will not be published.