ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ମା’ର ଗଳାକାଟି ଅତି ନିର୍ମମ ଭାବେ ହତ୍ୟା କଲେ ୨ ପୁଅ

0

କଟକ: ଜନ୍ମ କଲା ମାଆର ଜୀବନ ନେଇଗଲେ ଦୁଇ ନୃଶଂସ ପୁଅ। କଟକ ଚାଉଳିଆଗଞ୍ଜ ଥାନା ଅଧୀନ ମହାନଦୀ ବିହାର ଅଞ୍ଚଳରେ ଶନିବାର ଏହି ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଅତି ନୃଶଂସ ଭାବେ ମା’ଙ୍କ ଗଳାକାଟି ହତ୍ୟା କରିଛନ୍ତି ଦୁଇ ପୁଅ। ମୃତଦେହ ରକ୍ତାକ୍ତ ଅବସ୍ଥାରେ ଘରେ ପଡ଼ି ରହିଥିବା ବେଳେ ଫେରାର ଅଛନ୍ତି ଦୁଇ ପୁଅ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୋଟିଏ ପୁଅକୁ ଗିରଫ କରି ତଦନ୍ତ ଆରମ୍ଭ କରିଥିବା ବେଳେ ଆଉ ଜଣେ ପୁଅ ଏଭଳି ଦୁଃସାହାସିକ କାଣ୍ଡ ଭିଆଇ ଫେରାର ଅଛି।

ଅନ୍ୟପକ୍ଷେ ଜଣେ ପୁଅ ଫେରାର୍‌ ହୋଇଯାଇଥିବା ବେଳେ ଅନ୍ୟ ଜଣେ ଅଭିଯୁକ୍ତ ପୁଅଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଅନ୍ୟପକ୍ଷେ ହତ୍ୟାର କାରଣ ଜଣାପଡି ନ ଥିବା ବେଳେ ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି।

Leave A Reply

Your email address will not be published.