ପ୍ରମୁଖ ଖବର

ଶିଶୁ ଫର୍ମୁଲା ଫୁଡ୍‌କୁ ନେଇ ନେସଲେ ବିରୋଧରେ ୩ ମାମଲା
କ୍ରସ୍‌ ଭୋଟିଂ ମାମଲା: ୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା ଗ୍ରହଣ କଲେ ହାଇକୋର୍ଟ
ନିଠାରୀ ଗଣହତ୍ୟା ମାମଲା: ଦୋଷମୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା
ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ, ୧୫ ମୃତ
ପୌର ନିର୍ବାଚନ: ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି
୮ ଲକ୍ଷ ଲାଞ୍ଚ ନେବାବେଳେ ଧରାପଡ଼ିଲେ କେନ୍ଦ୍ରୀୟ ଜିଏସ୍‌ଟି ସୁପରିନଟେଣ୍ଡଣ୍ଟ

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅରବିନ୍ଦ କେଜ୍‌ରିୱାଲ

0

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଆମ ଆଦମୀ ପାର୍ଟି ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ। ଅବକାରୀ ନୀତି ଘୋଟାଲା ମାମଲାରେ ଜାମିନ ମିଳିବା ପରେ କେଜ୍‌ରିୱାଲ ଏହି ନିଷ୍ପତି ନେଇଥିଲେ। କେଜ୍ରିଓ୍ବାଲ ମଙ୍ଗଳବାର ଅପରାହ୍ନରେ ଉପରାଜ୍ୟପାଳ ବିନୟ ସାକ୍ସେନାଙ୍କୁ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ତାଙ୍କ ସହିତ ଆତିଶୀଙ୍କ ସମେତ ସମସ୍ତ ମନ୍ତ୍ରୀ ଉପସ୍ଥିତ ଥିଲେ।

ଏଥିସହିତ ଆପ୍ ଆତିଶୀ ମାର୍ଲେନାଙ୍କୁ ନୂତନ ମୁଖ୍ୟମନ୍ତ୍ରୀ କରିବାକୁ ଦିଲ୍ଲୀ ଉପରାଜ୍ୟପାଳଙ୍କ ନିକଟରେ ଦାବି ଉପସ୍ଥାପନା କରିଛି । ମଙ୍ଗଳବାର ବିଧାୟକ ଦଳ ବୈଠକରେ ଆତିଶିଙ୍କୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କରିବାକୁ ସର୍ବସମ୍ମତି କ୍ରମେ ନିଷ୍ପତି ହୋଇଛି ।

Leave A Reply

Your email address will not be published.