ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଦଶାହ ଭୋଜି ଖାଇ ୨ ମୃତ, ୩୦ଗୁରୁତର

0

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆତଙ୍କ। ହଇଜାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ, ୩୦ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି। ସମସ୍ତଙ୍କୁ ବାରିପଦା ପିଆରଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି ।
ଖବର ମୁତାବକ, ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଏକ ଦଶାହ ଭୋଜି ଅନୁଷ୍ଠିତ ହୋଇଥିଲା। ଏହାକୁ ଖାଇବା ପରେ ଗ୍ରାମର ଅଧିକାଂଶ ଲୋକେ ହଇଜାରେ ପୀଡ଼ିତ ହୋଇଥିଲେ।

ଏହି ଘଟଣାରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ଟିମ୍‌ ଉକ୍ତ ଗ୍ରାମକୁ ଯାଇ ସ୍ଥିତି ପରଖିବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଛନ୍ତି। ଏନେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଭୟ କୁମାର ଦାଶ ପ୍ରକାଶ କରିଛନ୍ତି।

Leave A Reply

Your email address will not be published.