ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ଯୁବ କଂଗ୍ରେସ ସଭାପତି ହେଲେ ଉଦୟ ଭାନୁ

0

ନୂଆଦିଲ୍ଲୀ: ଭାରତୀୟ ଜାତୀୟ ଯୁବ କଂଗ୍ରେସ ସଭାପତି ହେଲେ ଉଦୟ ଭାନୁ ଚିବ୍। ନିଯୁକ୍ତି ନେଇ ସୂଚନା ଦେଲେ କେସି ବେଣୁଗୋପାଳକଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ରବିବାର ଉଦୟଭାନୁ ଚିବ୍‌ଙ୍କୁ ଭାରତୀୟ ଯୁବ କଂଗ୍ରେସ (ଆଇଓ୍ବାଇସି)ର ନୂତନ ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି। ସେ ଯୁବକଂଗ୍ରେସର ସାଧାରଣ ସମ୍ପାଦକ ଭାବେ କାର୍ଯ୍ୟକରି ଆସୁଥିଲେ।

ଏହା ପୂର୍ବରୁ ସେ ଜମ୍ମୁ-କଶ୍ମୀର ପ୍ରଦେଶ ଯୁବକଂଗ୍ରେସର ସଭାପତି ରହିଥିଲେ। ଉଦୟଭାନୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଭେଟିବା ପରେ ତାଙ୍କୁ ନୂଆ ଦାୟିତ୍ୱ ମିଳିଛି। ଯୁବକଂଗ୍ରେସର ବିଦାୟୀ ଅଧ୍ୟକ୍ଷ ଶ୍ରୀନିବାସ ବି.ଭି.ଙ୍କ ଅବଦାନ ପାଇଁ ତାଙ୍କୁ ଦଳ ପ୍ରଶଂସା କରିଛି। ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସର ଇସ୍ତାହାର କମିଟିରେ ଉଦୟଭାନୁ ରହିଛନ୍ତି।

Leave A Reply

Your email address will not be published.