ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ଆସନ୍ତାକାଲି ଓଡ଼ିଶା ଆସିବେ ଜେପି ନଡ୍ଡା

0

ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ ଗୁରୁବାର ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ଦିନିକିଆ ଓଡ଼ିଆ ଗସ୍ତରେ ଆସି ଭୁବନେଶ୍ୱରସ୍ଥିତ ବିଜେପି ପାର୍ଟି ଅଫିସ୍‌ରେ ପହଞ୍ଚିବେ ଜେପି ନଡ୍ଡା। ସାଂସଦ, ବିଧାୟକ, ଦଳୀୟ କର୍ମକର୍ତ୍ତାଙ୍କ ସହ କରିବେ ଆଲୋଚନା। ଦଳୀୟ ସଦସ୍ୟତା ଅଭିଯାନ ନେଇ ମଧ୍ୟ ପରାମର୍ଶ ଦେବେ।

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଆସନ୍ତାକାଲି ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ବିଜେପି କାର୍ଯ୍ୟାଳୟକୁ ଯିବେ। ସେଠାରେ ଦିନ ସାଢ଼େ ୧୧ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ସାଂସଦ, ବିଧାୟକ, ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ। ଏଥିସହିତ ବିଜେପିର ବିଭିନ୍ନ ସ୍ଥାନରେ ଚାଲିଥିବା ସଦସ୍ୟତା ଅଭିଯାନ ନେଇ ଦଳୀୟ କର୍ମୀ ମାନଙ୍କୁ ପରାମର୍ଶ ଦେବେ। ପରେ ଅପରାହ୍ନରେ ଜେ.ପି ନଡ୍ଡା ସୁଆଣ୍ଡୋ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ପରେ ସେ ଦିଲ୍ଲୀ ଫେରି ଯିବାର ସୂଚନା ରହିଛି।

Leave A Reply

Your email address will not be published.