ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ସୋଆରେ ୫୫ତମ ଏନ୍‌ଏସ୍‌ଏସ୍ ଦିବସ ପାଳିତ

0

ଭୁବନେଶ୍ୱର, ୨୬/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ରେ ମଙ୍ଗଳବାର ଦିନ ୫୫ତମ ଏନ୍‌ଏସ୍‌ଏସ୍ ଦିବସ ପାଳିତ ହୋଇଯାଇଥିଲା ବେଳେ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ କ୍ଷେତ୍ରରେ ରାଷ୍ଟ୍ରୀୟ ସେବା ଯୋଜନାର ଗୁରୁତ୍ୱ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏନ୍‌ଏସ୍‌ଏସ୍ କାର୍ଯ୍ୟଧାରାର ମହତ୍ୱ ବିଷୟରେ ଗୁରୁତ୍ୱାରୋପ କରିଥିଲେ।

ସୋଆ ଏନଏସ୍‌ଏସ୍ ସଂଯୋଜକ ପ୍ରଫେସର ନଚିକେତା କେ. ଶର୍ମା କାର୍ଯ୍ୟକ୍ରମ ଆୟୋଜନ କରିଥିବା ବେଳେ ବିଶ୍ୱବିଦ୍ୟାଳୟର ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ। ଛାତ୍ରଛାତ୍ରୀଙ୍କ ଜୀବନରେ ସମାଜ ସେବା ସମ୍ପର୍କରେ ଏହି କାର୍ଯ୍ୟକ୍ରମରେ ଆଲୋଚନା କରାଯାଇଥିଲା।

Leave A Reply

Your email address will not be published.