ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ଏଥର ରାସ୍ତା ଉପରେ ହେବନି ତୋରଣ ନିର୍ମାଣ

0

ଦଶହରା ଉତ୍ସବକୁ ନେଇ ହାଇକୋର୍ଟ ଦେଇଛନ୍ତି କଡ଼ା ନିର୍ଦ୍ଦେଶ

ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କରିଛନ୍ତି କୋର୍ଟ

କଟକ:ରାଜ୍ୟରେ ଦଶହରା ଉତ୍ସବକୁ ନେଇ ତୋରଣ ନିର୍ମାଣ ଆରମ୍ଭ ହୋଇଗଲାଣି । ତୋରଣ ନିର୍ମାଣକୁ ନେଇ ଓଡ଼ିଶା ହାଇକୋର୍ଟ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କରିଛନ୍ତି କୋର୍ଟ। ଏଥିସହିତ ରାସ୍ତା ଉପରୁ କେବୁଲ ଓ ତାର ହଟାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ତେବେ କଟକ ସହରର ରାସ୍ତାଘାଟ ଅବସ୍ଥାକୁ ନେଇ ହାଇକୋର୍ଟଙ୍କ ଅସନ୍ତୋଷ କରିଛନ୍ତି। ଏହାର ଉତ୍ତରରେ ୫ ତାରିଖ ସୁଦ୍ଧା ରାସ୍ତା ମରାମତି ସାରିବାକୁ ପୂର୍ତ୍ତ ସଚିବ କୋର୍ଟଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।

Leave A Reply

Your email address will not be published.