ସୁକମା: ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାରେ ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ମୃତକ ହେଲେ ଭେଜ୍ଜି ଥାନା ଅନ୍ତର୍ଗତ ଭଣ୍ଡାରପଦର ଗ୍ରାମର ସୋୟମ ପାଣ୍ଡୁ (୫୦) ।
ସୂଚନା ମୁତାବକ, ମାଓବାଦୀ ସୋୟମ ପାଣ୍ଡୁଙ୍କୁ ଘରୁ ଜଙ୍ଗଲକୁ ଡାକିନେଇ ପୋଲିସ ଇନଫର୍ମର ଦର୍ଶାଇ ପ୍ରଥମେ ନିସ୍ତୁକ ମାଡ ମାରିବା ସହ ଏକ ଧାରୁଆ ଅସ୍ତ୍ରରେ ହତ୍ୟା କରିଥିଲେ । ପରେ ତାଙ୍କର ମୃତଦେହକୁ ଜଙ୍ଗଲ ରାସ୍ତାରେ ଫୋପାଡି ଦେଇ ଚାଲିଯାଇଥିଲେ । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ କରୁଛି ।
ପ୍ରମୁଖ ଖବର
କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଟେଣ୍ଟ, ୩ ମୃତ
ଇବୋଲାକୁ ନେଇ ସତର୍କ ଭାରତ, ସମସ୍ତ ରାଜ୍ୟ ସହ କେନ୍ଦ୍ରର ସମୀକ୍ଷା ବୈଠକ
ଝାରସୁଗୁଡ଼ା ଡିଏଚଏଚରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୩ ଗିରଫ
ପଶ୍ଚିମବଙ୍ଗର ସମସ୍ତ ମଦ୍ରାସାରେ ‘ବନ୍ଦେ ମାତରମ୍’ ଗାନ ବାଧ୍ୟତାମୂଳକ
ପାକିସ୍ତାନରେ ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ହମଜା ବୁରହାନ ନିହତ
ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା, ଟ୍ରେନରେ ଛାଡିଦେଲା ମୃତଦେହ
ପେଟ୍ରୋଲ-ଡିଜେଲ ଦର ବୃଦ୍ଧିର ପ୍ରଭାବ: ମହଙ୍ଗା ହେଲା ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ
ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି, ଡିଜିପିଙ୍କ ଉଚ୍ଚସ୍ତରୀୟ ବୈଠକ