ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ମହାକାଳ ମନ୍ଦିରର ପାଚେରୀ ଭୁଷୁଡି ୨ ମୃତ

0

ଉଜୈନ: ମଧ୍ୟପ୍ରଦେଶର ଉଜୈନରେ ଥିବା ପ୍ରସିଦ୍ଧ ମହାକାଳ ମନ୍ଦିରରେ ଅଘଟଣ। ପ୍ରବଳ ବର୍ଷା କାରଣରୁ ମହାକାଳ ମନ୍ଦିରର ପାଚେରୀ ଭୁଷୁଡି ପଡିଛି। ଏହା ତଳେ ଚାପି ହୋଇ ୨ ଜଣଙ୍କ ର ମୃତ୍ୟୁ ଘଟିଥିବା ବେଳେ, ୪ ଜଣ ଆହତ ହୋଇଛନ୍ତି।

ଏଥିରେ ଆହତ ୪ ଜଣଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ପାଚେରୀ ତଳେ ଆଉ କିଛି ଲୋକ ଚାପି ହୋଇରହିଯାଇଥିବା ଆଶଙ୍କା କରାଯାଉଛି। ମନ୍ଦିରର ଗେଟ୍‌ ନଂ.୪ ନିକଟବର୍ତ୍ତୀ ପାଚେରୀ ଭାଙ୍ଗିପଡ଼ିଥିବା ନେଇ ସୂଚନା ରହିଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥ ଏହି ଘଟଣା ପାଇଁ ଦୁଃଖ ପ୍ରକାଶ କରିଛନ୍ତି।

Leave A Reply

Your email address will not be published.