ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ରାସନକାର୍ଡଧାରୀମାନଙ୍କୁ ଚାଉଳ ସହ ମିଳିବ ଗହମ

0

ଭୁବନେଶ୍ୱର: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର । ଏଣିକି ରାସନରେ ଚାଉଳ ସହ ମିଳିବ ଗହମ। ଓଡ଼ିଶା ସମେତ ୯ ରାଜ୍ୟରେ ମିଳିବ ଗହମ। ଏନେଇ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ପକ୍ଷରୁ ଚିଠି ଆସିଛି। ଅକ୍ଟୋବର ମାସରୁ ଏହି ନୂଆ ନିୟମ ଲାଗୁ ହେବ।

ଅନ୍ୟପଟେ ଓଡ଼ିଶା ସରକାର ରାସନକାର୍ଡ ହିତାଧିକାରୀଙ୍କୁ ରାସନକାର୍ଡରେ ପୂର୍ବଭଳି ମିଳୁଥିବା ଗହମ ପୁଣିଥରେ ଚାଉଳ ସହ ମିଳିବ ବୋଲି ନିକଟରେ ସୂଚନା ଦେଇଥିଲେ। ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ ସରକାର କହିଥିଲେ।

ବିଜେଡି ସରକାର ଗହମକୁ ବନ୍ଦ କରି କେବଳ ଚାଉଳ ଯୋଗାଉଥିଲେ। ହେଲେ ପୁଣିଥରେ ପୂର୍ବଭଳି ଗତ ମାସରେ ହିତାଧିକାରୀଙ୍କୁ ଚାଉଳ ସହ ଗହମ ଯୋଗାଇ ଦିଆଯିବ ବୋଲି ବିଧାନସଭାରେ ମନ୍ତବ୍ୟ ରଖିଥିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଅକ୍ଟୋବର ମାସରୁ ଏହି ନୂଆ ନିୟମ ଲାଗୁ ହେବ।

Leave A Reply

Your email address will not be published.