ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ରେ ମୁଖ୍ୟମନ୍ତ୍ରୀ ଏହି ଗସ୍ତରେ ଯିବେ। ୩୦ ତାରିଖରେ ସେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ଏବଂ ୧ ତାରିଖରେ ଚାଇଁବାସାର କୋଲହାନ୍ ଯିବେ। ସେଠାରେ ଭାଜପାର ପରିବର୍ତ୍ତନ ଯାତ୍ରାରେ ମୁଖ୍ୟମନ୍ତ୍ରୀ ସାମିଲ ହେବେ।

ଆଗକୁ ଝାଡ଼ଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଜୋର୍‌ଦାର ଚର୍ଚ୍ଚା ହେଉଛି। ଝାଡ଼ଖଣ୍ଡ ଭାଜପାର ସହପ୍ରଭାରୀ ତଥା ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କୁ ମୋହନ ଗତକାଲି ଭେଟିଥିଲେ।ଝାଡ଼ଖଣ୍ଡରେ ସଂଖ୍ୟାଧିକ ଓଡିଆ ଭାଷାଭାଷୀ ଲୋକଙ୍କ ସହ ଆଦିବାସୀ ସଂପ୍ରଦାୟ ବସବାସ କରନ୍ତି। ତେଣୁ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ବଧନ ବିଜେପି ପାଇଁ ବେଶ୍ ଫଳପ୍ରଦ ହୋଇପାରେ।

Leave A Reply

Your email address will not be published.