ପାରାଦୀପ: ପାରାଦୀପ ବନ୍ଦରର ଏମପିବି ବର୍ଥରେ ଅଘଟଣ। ବର୍ଥ ଉପରେ ଥାଇ ଲୋଡିଂ କରୁଥିବା ଏକ ସୋର୍ କ୍ରେନ୍ ଅଧାରୁ ଛିଡି ପଡିଛି। ଫଳରେ ଅପରେଟର ଆହତ ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ବୋଥ୍ରା ସିପିଙ୍ଗ କମ୍ପାନୀର କ୍ରେନଟି ଏକ ବିଦେଶୀ ଜାହାଜ ‘ଏମଭି ଆମସୀ ମ୍ୟାକ୍ସିମସ’ରୁ ଚୂନପଥର ଅନଲୋଡିଂ କରୁଥିଲା।ଏହି ସମୟରେ କ୍ରେନର ବୁମ୍ ଗ୍ରାଫଟି ଭାଙ୍ଗି ଯାଇଥିଲା। ଏହି ଅଘଟଣରେ କ୍ରେନ ଅପରେଟର ଆହତ ହୋଇଥିଲେ। ଏଥିସହ ବୁମ୍ ଗ୍ରାଫ୍ ଭାଙ୍ଗି ଜାହାଜ ଉପରେ ପଡି ସମୁଦ୍ର ପାଣିକୁ ଖସି ପଡିଥିଲା।
ପ୍ରମୁଖ ଖବର
ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍ ବଜାରକୁ ଆଣିବ ପ୍ୟାକେଟ୍ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ