ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ପୂର୍ବତନ ବିଧାୟକ ଧନେଶ୍ୱର ମାଝୀଙ୍କ ପରଲୋକ

0

ନର୍ଲା: କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ରାଜ୍ୟ ସଭା ସଦସ୍ୟ ଧନେଶ୍ୱର ମାଝୀଙ୍କ ବୁଧବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା। ମଙ୍ଗଳବାର ରାତିରେ ତାଙ୍କ ନିଜ ବାସଭବନରେ ଛାତିରେ ଯାନ୍ତ୍ରଣା ହୋଇଥିଲା। ବୁଧବାର ସକାଳେ ତାଙ୍କ ଦୁଇ ପୁତୁରା ସହ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ଆସିଥିଲେ। କେସିଙ୍ଗା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

କେସିଙ୍ଗାସ୍ଥିତ ମେଡିକାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ସେ ତିନି ଥର ବିଧାୟକ ରହି ସରିଥିବାବେଳେ ରାଜ୍ୟ ସଭାକୁ ମଧ୍ୟ ମନୋନୀତ ହୋଇଥିଲେ। ତାଙ୍କ ପରଲୋକ ଖବର ଜଣାପଡିବା ପରେ ଜିଲାରେ ଶୋକର ଛାୟା ଖେଳିଯାଇଛି। ଏହି ଦୁଃଖଦ ଘଟଣା ଶୁଣିବା ପରେ ଏନଏସି ଅଧ୍ୟକ୍ଷ ନୃପରାଜ ଯାଦବ, ଯୁବ ସମାଜସେବୀ ଶିଲୁ ପଡିଡାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇ ଦୁଃଖ ପ୍ରକାଶ କରଛନ୍ତି। ବର୍ତ୍ତମାନ ଧନେଶ୍ୱରଙ୍କ ଅନ୍ତିମ ସଂସ୍କାର ପାଇଁ ନିଜ ଗ୍ରାମକୁ ନିଆଯାଇଛି।

Leave A Reply

Your email address will not be published.