ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ସାହିତ୍ୟ ପାଇଁ ଘୋଷଣା ହେଲା ନୋବେଲ ପୁରସ୍କାର

0

ସାହିତ୍ୟ କ୍ଷେତ୍ରରେ ୨୦୨୪ ପାଇଁ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ରୟାଲ ସ୍ୱଦେଶ ଏକାଡେମୀ ଅଫ ସାଇନ୍ସ ଅନୁଯାୟୀ ଚଳିତ ବର୍ଷ ଦକ୍ଷିଣ କୋରିଆର ସୁନାମଧନ୍ୟ ଲେଖିକା ହାନ କାଙ୍ଗଙ୍କୁ ମିଳିବ ସାହିତ୍ୟରେ ନୋବେଲ। ତାଙ୍କର ଗଭୀର କବିତା ଗଦ୍ୟ ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏହି ଗଦ୍ୟ ଐତିହାସିକ ଆଘାତ ଏବଂ ମାନବ ଜୀବନର ଦୁର୍ବଳତା ଉପରେ ଆଲୋକପାତ କରିଥାଏ।
ହାନ କାଙ୍ଗଙ୍କୁ ସାହିତ୍ୟରେ ନୋବେଲ ଲାଗି ଘୋଷଣା କରିଛି ସୁଇଡିସ ଏକାଡେମୀ। ୧୯୭୦ରେ ଦକ୍ଷିଣ କୋରିଆର ଗ୍ବାଙ୍ଗଜୁରେ ଜନ୍ମଗ୍ରହଣ କରିଥିଲେ ହାନ। ତାଙ୍କ ବାପା ଥିଲେ ଜଣେ ପ୍ରସିଦ୍ଧ ଔପନ୍ୟାସିକ। ବାଲ୍ୟକାଳରୁ କବିତା ଲେଖି ସାହିତ୍ୟ ଜଗତରେ ସେ ପାଦ ଥାପିଥିଲେ।

Leave A Reply

Your email address will not be published.