ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ତାମିଲନାଡ଼ୁ ଟ୍ରେନ ଦୁର୍ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲା ଭାରତୀୟ ରେଳବାଇ

0

ତାମିଲନାଡ଼ୁ: ତାମିଲନାଡ଼ୁ ଟ୍ରେନ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛି ଭାରତୀୟ ରେଳବାଇ। ତାମିଲନାଡ଼ୁର ତିରୁବଲ୍ଲୁରରେ ମହୀଶୁର-ଦରଭଙ୍ଗା ବାଗମତୀ ସୁପରଫାଷ୍ଟ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହା ଟ୍ରାକରେ ଛିଡ଼ା ହୋଇଥିବା ଏକ ମାଲବାହୀ ଟ୍ରେନକୁ ଧକ୍କା ଦେବାରୁ ୧୨ଟି ବଗି ଲାଇନଚ୍ୟୁତ ହେବା ସହ ୨ଟିରେ ନିଆଁ ଲାଗିଯାଇଥିଲା।

ରାତି ପ୍ରାୟ ସାଢ଼େ ୮ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ୧୯ ଜଣ ଯାତ୍ରୀ ଆହତ ହୋଇଛନ୍ତି। ତେବେ ଏହି ଦୁର୍ଘଟଣାରେ କାହାର ପ୍ରାଣହାନି ଘଟିନାହିଁ ବୋଲି ଦକ୍ଷିଣ ରେଲୱେ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ୧୯ ଆହତ ଯାତ୍ରୀଙ୍କ ମଧ୍ୟରୁ ୨ରୁ ତିନି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସେମାନଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.