ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ସରକାର ଗଠନ ପାଇଁ ଉପରାଜ୍ୟପାଳଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ ଓମାର ଅବଦୁଲ୍ଲା

0

ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀରର ନ୍ୟାସନାଲ କନଫରେନ୍ସ ନେତା ଓମାର ଅବଦୁଲ୍ଲା ଆଜି ଶ୍ରୀନଗରର ରାଜ ଭବନ ଯାଇ ସେଠାରେ ସେ ଉପରାଜ୍ୟପାଳ ମନୋଜ ସିହ୍ନାଙ୍କୁ ଭେଟିଛନ୍ତି । ସେଠାରେ ସେ ମନୋଜ ସିହ୍ନାଙ୍କୁ କଂଗ୍ରେସ, ସିପିଆଇ(ଏମ୍), ଆମ୍ ଆଦମୀ ପାର୍ଟି ଏବଂ ସ୍ୱାଧୀନ ବିଧାୟକଙ୍କ ସମର୍ଥନ ପତ୍ର ପ୍ରଦାନ କରିଛନ୍ତି । ଜମ୍ମୁ-କଶ୍ମୀରରେ ସରକାର ଗଠନ ପାଇଁ ସେ ଉପରାଜ୍ୟପାଳଙ୍କୁ ଶପଥ ଗ୍ରହଣ ସମାରୋହର ତାରିଖ ସୁନିଶ୍ଚିତ କରିବାକୁ ଅନୁରୋଧ କରିଛନ୍ତି ବୋଲି ଓମାର ଅବଦୁଲ୍ଲା କହିଛନ୍ତି ।

Leave A Reply

Your email address will not be published.