ଜମ୍ମୁ-କଶ୍ମୀର: ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ଓମାର ଅବଦୁଲ୍ଲା। ଜମ୍ମୁ-କଶ୍ମୀରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଓମାର ଅବଦୁଲ୍ଲା ୧୬ ଅକ୍ଟୋବରରେ ଶପଥ ଗ୍ରହଣ କରିବେ। ଲେଫ୍ଟନାଣ୍ଟ ଗଭର୍ନର ଓମାରଙ୍କୁ ଦେଇଥିବା ଚିଠିରେ ତାଙ୍କୁ ସରକାର ଗଠନ ପାଇଁ ନିମନ୍ତ୍ରଣ କରାଯାଇଛି। ଲେଫ୍ଟନାଣ୍ଟ ଗଭର୍ନର ମନୋଜ ସିହ୍ନା ଶପଥ ସମାରୋହ ପାଇଁ ଅକ୍ଟୋବର ୧୬ ପୂର୍ବାହ୍ନ ୧୧.୩୦ ସମୟ ସ୍ଥିର କରିଛନ୍ତି। କଂଗ୍ରେସ, ଏଏପି ଏବଂ ସ୍ବାଧୀନ ବିଧାୟକମାନେ ନ୍ୟାଶନାଲ କନଫରେନ୍ସକୁ ସମର୍ଥନ ଜଣାଇ ସାରିଛନ୍ତି।
ପ୍ରମୁଖ ଖବର
ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍ କଟ୍